--:--:--
-- ---
Srishti News

ବିଜେପିର ମିଶ୍ରଣ ପର୍ବ

Nabarangpur (ନବରଙ୍ଗପୁର)ରିପୋର୍ଟ : ଗୋବିନ୍ଦ ତ୍ରିପାଠୀ, ଜିଲ୍ଲା ପ୍ରତିନିଧି, ନବରଙ୍ଗପୁରJuly 11, 202645 views
ବିଜେପିର ମିଶ୍ରଣ ପର୍ବ
ନବରଙ୍ଗପୁର: ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ନବରଙ୍ଗପୁର ଗସ୍ତ କରିଛନ୍ତି। ଏହି ସମୟରେ ସାଂସଦ ବଳଭଦ୍ର ମାଝୀ, ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ରାଜ୍ୟ ବିଜେପି ସମ୍ପାଦକ ସରୋଜ କୁମାର କର, ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର ମାଝୀ, ଝରି ଗାଁ ବିଧାୟକ ନରସିଂହ ଭତ୍ରା,ମାଲକାନଗିରି ବିଧାୟକ ନରସିଂହ ମାଡ଼କାମୀ, କୋଟପାଡ଼ ବିଧାୟକ ରୁପୁ ଭତ୍ରା, କୋରାପୁଟ ବିଧାୟକ ରଘୁରାମ ମାଛ, ନବରଙ୍ଗପୁର ଜିଲ୍ଲା ପ୍ରଭାରୀ ପୂର୍ଣ୍ଣିମା ନାୟକ ଓ ବଲାଙ୍ଗୀର ଜିଲ୍ଲା ପ୍ରଭାରୀ ପର୍ଶୁରାମ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଆୟୋଜିତ କର୍ମୀ ସମ୍ମଳନୀରେ ମିଶ୍ରଣ ପର୍ବ ପାଳନ କରାଯାଇଛି । ଏଥିରେ ୨ଶହରୁ ଊର୍ଦ୍ଧ୍ବ ବିଜେପି କର୍ମୀ ଯୋଗ ଦେଇଥିଲେ ।