ଲାଠିକଟା ଅଞ୍ଚଳରେ ତ୍ରିରଙ୍ଗା ଯାତ୍ରା
Rourkela (ରାଉରକେଲା)ବ୍ୟୁରୋ ରିପୋର୍ଟAugust 18, 202640 views

ରାଉରକେଲା : ରଘୁନାଥପାଲ୍ଲୀ ବିଧାନସଭା ନିର୍ବାଚନ ମଣ୍ଡଳୀ ଅଞ୍ଚଳରେ ଥିବା ଲାଠିକଟା ବ୍ଲକରେ ଆଜି ରଘୁନାଥପାଲ୍ଲୀ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ର ଅଧକ୍ଷ ଦୁର୍ଗା ଚରଣ ତନ୍ତୀଙ୍କ ନେତୃତ୍ୱରେ ତ୍ରିରଙ୍ଗା ଯାତ୍ରାର ଆୟୋଜନ ହୋଇଥିଲା । ଏହି ଯାତ୍ରାରେ ଲାଠିକଟା ବକ୍ସ ଉନ୍ନୟନ ଅଧିକାରୀ ମାନସ ରଞ୍ଜନ ସାହୁଙ୍କ ସମେତ ଦଳର ବହୁ କର୍ମକର୍ତ୍ତା ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ ।
