ବୋଲଗଡ଼ରେ ପ୍ରବଳ ବର୍ଷା, ପବନରେ ବିଦ୍ୟୁତ ସେବା ବିପର୍ଯ୍ୟସ୍ତ
Khordha (ଖୋର୍ଦ୍ଧା)ରିପୋର୍ଟ- ପ୍ରିୟଙ୍କା ମହାପାତ୍ର, ଖୋର୍ଦ୍ଧାSeptember 25, 202642 views

ଖୋର୍ଦ୍ଧା-ବୋଲଗଡ଼ ଅଞ୍ଚଳରେ ଗୁରୁବାର ରାତିରେ ପ୍ରବଳ ବର୍ଷା ସହ ଜୋରଦାର ପବନ ବହିଥିଲା। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବିଦ୍ୟୁତ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଦୀର୍ଘ ସମୟ ଧରି ବିଦ୍ୟୁତ ନଥିବାରୁ ଅଞ୍ଚଳବାସୀ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ବିଦ୍ୟୁତ ବିଭାଗ ପକ୍ଷରୁ ତ୍ରୁଟି ମରାମତି କରି ସେବା ସ୍ୱାଭାବିକ କରିବାକୁ ପ୍ରୟାସ ଜାରି ରହିଛି।
