ହାତୀମୁଣ୍ଡା ଜଙ୍ଗଲ ରାସ୍ତାରେ ଗୋମାତାର ମୃତ୍ୟୁ
Nayagarh (ନୟାଗଡ଼)ରିପୋର୍ଟ :ସଞ୍ଜୟ କୁମାର କଅଁର,ନୂଆଗାଁOctober 1, 202627 views

ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ହାତୀମୁଣ୍ଡା ଜଙ୍ଗଲ ରାସ୍ତା ଉପରେ ଏକ ଗୋମାତାର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଜଙ୍ଗଲ ରାସ୍ତାରେ ଗୋମାତାଟିର ମୃତ୍ୟୁ ଘଟିଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଦୁଃଖ ପ୍ରକାଶ ପାଇଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିନଥିବା ବେଳେ ଘଟଣାସ୍ଥଳରେ ସମ୍ପୃକ୍ତ ବିଭାଗ ପକ୍ଷରୁ ତଦନ୍ତ କରିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ସ୍ଥାନୀୟଙ୍କ ପକ୍ଷରୁ ଦାବି ହୋଇଛି।
